Online Bible

- Reklamy -




ମୀଖା 4:11 - ଓଡିଆ ବାଇବେଲ

11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, “ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।”

Viz kapitola kopírovat

ପବିତ୍ର ବାଇବଲ

11 ତୁମ୍ଭ ବିରୁଦ୍ଧରେ ବହୁ ଗୋଷ୍ଠୀ ଲଢ଼ିବାକୁ ଆସିଛନ୍ତି। ସେମାନେ କୁହନ୍ତି, “ଦେଖ, ସେ ହେଉଛି ସିୟୋନ, ଆମ୍ଭେ ତାକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେବୁ।”

Viz kapitola kopírovat




ମୀଖା 4:11

Následuj nás:

Reklamy


Reklamy