ମୀଖା 6:7 - ଓଡିଆ ବାଇବେଲ7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ ? ଆମ୍ଭେ ଆପଣା ଆଜ୍ଞା-ଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା ? Viz kapitolaପବିତ୍ର ବାଇବଲ (Re-edited) - (BSI)7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?” Viz kapitolaପବିତ୍ର ବାଇବଲ7 ହଜାର ହଜାର ମେଷରେ କି ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କ’ଣ ଆନନ୍ଦିତ ହେବେ? ମୋର ଅପରାଧ ପାଇଁ କ’ଣ ମୋର ପ୍ରଥମ ସନ୍ତାନକୁ ପ୍ରତିଦାନ ସ୍ୱରୂପ ଦେବି? ମୋର ଶରୀରର ଫଳ ସ୍ୱରୂପ ସନ୍ତାନକୁ ମୋର ପାପ ପାଇଁ କ’ଣ ପରିଶୋଧ କରିବି? Viz kapitola |