ମୀଖା 6:8 - ଓଡିଆ ବାଇବେଲ8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ଵରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି? Viz kapitolaପବିତ୍ର ବାଇବଲ8 ହେ ମାନବ, ଯାହା ଉତ୍ତମ ତାହା ସଦାପ୍ରଭୁ ତୁମ୍ଭକୁ ଜଣାଇଛନ୍ତି। ଏହା ହିଁ ସଦାପ୍ରଭୁ ତୁମ୍ଭଠାରୁ ଇଚ୍ଛା କରନ୍ତି। ଅନ୍ୟମାନଙ୍କ ପ୍ରତି ଭଲହୁଅ, ବଦାନ୍ୟତା ଓ କରୁଣାକୁ ଭଲ ପାଅ, ପରମେଶ୍ୱରଙ୍କ ସହିତ ନମ୍ରତାର ସହିତ ବାସ କର। Viz kapitola |