ମୀଖା 7:10 - ଓଡିଆ ବାଇବେଲ10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ। Viz kapitolaପବିତ୍ର ବାଇବଲ10 ମୋର ଶତ୍ରୁ କହୁଥିଲେ, “ତୁମ୍ଭର ସଦାପ୍ରଭୁ ପରମେଶ୍ୱର କେଉଁଠାରେ ଅଛନ୍ତି?” ମାତ୍ର ଯେତେବେଳେ ସେ ଏହା ଦେଖିବ ସେ ଲଜ୍ଜିତ ହେବ। ସେତେବେଳେ ମୁଁ ଶତ୍ରୁକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ। Viz kapitola |