ମାର୍କ 1:20 - ଓଡିଆ ବାଇବେଲ20 ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କି ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି ସେମାନେ ସେମାନଙ୍କର ପିତା ଜେବଦୀଙ୍କି ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)20 ଯୀଶୁ ସେମାନଙ୍କୁ ଦେଖିବା ମାତ୍ରେ ପାଖକୁ ଡ଼ାକିଲେ। ନୌକାରେ ଚାକରମାନଙ୍କ ସହିତ ସେମାନଙ୍କ ପିତା ଜେବଦୀଙ୍କୁ ଛାଡ଼ିଦେଇ ସେମାନେ ଯୀଶୁଙ୍କ ପଛରେ ଚାଲିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କୁ ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ। Viz kapitolaପବିତ୍ର ବାଇବଲ20 ସେହି ଦୁଇ ଭାଇଙ୍କ ସହ, ଡଙ୍ଗାରେ ସେମାନଙ୍କ ବାପା ଜେବଦୀ ଓ ଅନ୍ୟ ସାହାଯ୍ୟକାରୀ ଶ୍ରମିକମାନେ ଥିଲେ। ସେହି ଦୁଇ ଭାଇଙ୍କୁ ଦେଖିବା ମାତ୍ରେ ଯୀଶୁ ସେମାନଙ୍କୁ ଆସିବାକୁ ଅନୁରୋଧ କଲେ। ସେମାନେ ସେମାନଙ୍କର ବାପା ଓ ଶ୍ରମିକମାନଙ୍କୁ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ। Viz kapitola |