ମାର୍କ 1:26 - ଓଡିଆ ବାଇବେଲ26 ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା । Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେଥିରେ ସେହି ଅଶୁଚି ଆତ୍ମାଟା ତାହାକୁ ମୋଡ଼ି ପକାଇ ଅତି ଉଚ୍ଚ ସ୍ଵରରେ ପାଟି କରି ତାହାଠାରୁ ବାହାରିଗଲା। Viz kapitolaପବିତ୍ର ବାଇବଲ (CL) NT (BSI)26 ସେହି ଭୂତ, ଲୋକଟିକୁ ଖୁବ୍ ଜୋର୍ରେ ଥରାଇ, ବିକଟ ଚିକ୍ରାର କରି ତା’ ଦେହରୁ ବାହାରି ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା। Viz kapitolaପବିତ୍ର ବାଇବଲ26 ଦୁଷ୍ଟାତ୍ମା ଲୋକଟିକୁ ଦୋହଲାଇ ଦେଲା। ତା'ପରେ ସେ ଖୁବ୍ ଜୋର୍ରେ ଚିତ୍କାର କରି ସେହି ଲୋକଟି ଭିତରୁ ବାହାରି ଗଲା। Viz kapitola |