Online Bible

- Reklamy -




ମାର୍କ 1:35 - ଓଡିଆ ବାଇବେଲ

35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ପରଦିନ ସୂର୍ଯ୍ୟୋଦୟର ବହୁ ପୂର୍ବରୁ ଯୀଶୁ ଉଠି ଘରୁ ବାହାରିଗଲେ। ସେ ସହର ଛାଡ଼ି ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ପ୍ରାର୍ଥନା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ

35 ତା’ ପରଦିନ ସକାଳେ ଯୀଶୁ ଖୁବ୍ ଶୀଘ୍ର ଉଠି ପଡ଼ିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡ଼ି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ସେଠାରେ ସେ ପ୍ରାର୍ଥନା କଲେ।

Viz kapitola kopírovat




ମାର୍କ 1:35

Následuj nás:

Reklamy


Reklamy