Online Bible

- Reklamy -




ମାର୍କ 1:38 - ଓଡିଆ ବାଇବେଲ

38 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ବଡ଼ ବଡ଼ ଗ୍ରାମକୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ନିକଟବର୍ତ୍ତୀ ଅନ୍ୟାନ୍ୟ ଗ୍ରାମଗୁଡ଼ିକୁ ଆମକୁ ଯିବାକୁ ହେବ। ମୁଁ ସେଠାରେ ମଧ୍ୟ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍‍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।”

Viz kapitola kopírovat

ପବିତ୍ର ବାଇବଲ

38 ଏହା ଶୁଣି ଯୀଶୁ କହିଲେ, “ଆମ୍ଭେମାନେ ଅନ୍ୟ ନିକଟବର୍ତ୍ତୀ ନଗରକୁ ଯିବା ଉଚିତ୍, ଯେପରି ମୁଁ ସେଠାରେ ସେମାନଙ୍କୁ ମଧ୍ୟ ଉପଦେଶ ଦେଇ ପାରିବି ମୁଁ କେବଳ ଏଥିପାଇଁ ଆସିଛି।”

Viz kapitola kopírovat




ମାର୍କ 1:38

Následuj nás:

Reklamy


Reklamy