ମାର୍କ 1:40 - ଓଡିଆ ବାଇବେଲ40 ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, "ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।" Viz kapitolaପବିତ୍ର ବାଇବଲ (Re-edited) - (BSI)40 ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଜାନୁ ପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)40 ଜଣେ କୁଷ୍ଠରୋଗୀ ଯୀଶୁଙ୍କ ନିକଟକୁ ଆସିଲା। ନତଜାନୁ ହୋଇ ସେ ବିନତି କରି କହିଲା, “ଆପଣ ଚାହିଁଲେ ମୋତେ ଶୁଚି କରିଦେଇ ପାରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। Viz kapitolaପବିତ୍ର ବାଇବଲ40 ଗୋଟିଏ କୁଷ୍ଠରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲା, “ତୁମ୍ଭେ ଇଚ୍ଛା କଲେ ମୋତେ ଭଲ କରି ଦେଇ ପାରିବ। ସେହି ଶକ୍ତି ତୁମ୍ଭର ଅଛି।” Viz kapitola |