ମାର୍କ 10:13 - ଓଡିଆ ବାଇବେଲ13 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)13 ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କରିବା ପାଇଁ କେତେକ ଲୋକ ଶିଶୁମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। Viz kapitolaପବିତ୍ର ବାଇବଲ13 ପୁଣି ଲୋକମାନେ ଯୀଶୁଙ୍କ ପାଖକୁ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦେଇ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ବାରଣ କଲେ ଯେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ। Viz kapitola |