ମାର୍କ 10:23 - ଓଡିଆ ବାଇବେଲ23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ ! Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବେ ! Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ ଶିଷ୍ୟମାନଙ୍କ ଆଡ଼କୁ ଅନାଇ କହିଲେ, “ଧନୀମାନଙ୍କର ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!” Viz kapitolaପବିତ୍ର ବାଇବଲ23 ଯୀଶୁ ଗ୍ଭରିଆଡ଼େ ଗ୍ଭହିଁ ଶିଷ୍ୟମାନଙ୍କୁ କହିଲେ, “ଧନୀ ଲୋକମାନଙ୍କ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ବଡ଼ କଠିନ ବିଷୟ।” Viz kapitola |