Online Bible

- Reklamy -




ମାର୍କ 10:27 - ଓଡିଆ ବାଇବେଲ

27 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ୱରଙ୍କ ନିମନ୍ତେ ସମସ୍ତ ସାଧ୍ୟ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ନୁହେଁ; କାରଣ ଈଶ୍ଵରଙ୍କର ସମସ୍ତ ସାଧ୍ୟ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଯୀଶୁ ସେମାନଙ୍କୁ ସିଧା ସଳଖ ଚାହିଁ କହିଲେ, “ମନୁଷ୍ୟ ପକ୍ଷରେ ଏହା ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କ ପକ୍ଷରେ ନୁହେଁ; ଈଶ୍ୱର ସବୁ କରିପାରନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”

Viz kapitola kopírovat

ପବିତ୍ର ବାଇବଲ

27 ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ମନୁଷ୍ୟମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ନୁହେଁ। ପରମେଶ୍ୱର ସବୁକିଛି କରି ପାରିବୋ”

Viz kapitola kopírovat




ମାର୍କ 10:27

Následuj nás:

Reklamy


Reklamy