ମାର୍କ 10:35 - ଓଡିଆ ବାଇବେଲ35 ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ । Viz kapitolaପବିତ୍ର ବାଇବଲ (Re-edited) - (BSI)35 ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ। Viz kapitolaପବିତ୍ର ବାଇବଲ (CL) NT (BSI)35 ଦିନେ ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଆମ ପାଇଁ କିଛି କରନ୍ତୁ, ଏହା ଆମେ ଚାହୁଁଛୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ। Viz kapitolaପବିତ୍ର ବାଇବଲ35 ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।” Viz kapitola |