Online Bible

- Reklamy -




ମାର୍କ 10:37 - ଓଡିଆ ବାଇବେଲ

37 ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣକ ବାମ ପାର୍ଶ୍ୱରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ଵରେ ଓ ଅନ୍ୟ ଜଣକ ବାମ ପାର୍ଶ୍ଵରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ସେମାନେ ଉତ୍ତର ଦେଲେ, “ଗୌରବମୟ ରାଜସିଂହାସନରେ ଆପଣ ଯେତେବେଳେ ବସିବେ, ଆମ ଭିତରୁ ଜଣକୁ ଆପଣଙ୍କ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ ବସିବାକୁ ଦେବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣକ ବାମ ପାର୍ଶ୍ୱରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ।

Viz kapitola kopírovat

ପବିତ୍ର ବାଇବଲ

37 ସେମାନେ କହିଲେ, “ଆପଣଙ୍କ ରାଜ୍ୟରେ ଆପଣ ମହିମା ପ୍ରାପ୍ତ ହେବା ବେଳେ ଆମ୍ଭ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଆଉ ଜଣେ ବାମ ପଟେ ବସିବା ପାଇଁ ଆମ୍ଭକୁ ଅଧିକାର ପ୍ରଦାନ କରନ୍ତୁ।”

Viz kapitola kopírovat




ମାର୍କ 10:37

Následuj nás:

Reklamy


Reklamy