Online Bible

- Reklamy -




ମାର୍କ 10:47 - ଓଡିଆ ବାଇବେଲ

47 ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

47 ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

47 ନାଜରିତୀୟ ଯୀଶୁ ସେ ବାଟେ ଯାଉଛନ୍ତି ବୋଲି ଶୁଣି ସେ ଚିକ୍ରାର କରି କହିଲା, “ହେ ଦାଉଦ ବଂଶଧର ଯୀଶୁ, ମୋତେ ଦୟା କରନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ

47 ସେ ଶୁଣିଲା ଯେ, ନାଜରିତୀୟ ଯୀଶୁ ସେହି ବାଟ ଦେଇ ଯାଉଛନ୍ତି। ସେ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ: ମୋ’ ଉପରେ କୃପାକର।”

Viz kapitola kopírovat




ମାର୍କ 10:47

Následuj nás:

Reklamy


Reklamy