ମାର୍କ 10:7 - ଓଡିଆ ବାଇବେଲ7 ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କୁ ପରିତ୍ୟାଗ କରିବ, ଆଉ ସେ ଦୁହେଁ ଏକାଙ୍ଗ ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)7 ସେଥିପାଇଁ ପୁରୁଷ ପିତାମାତାଙ୍କୁ ଛାଡ଼ି ତା’ର ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ। Viz kapitolaପବିତ୍ର ବାଇବଲ7 “ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ Viz kapitola |