ମାର୍କ 11:20 - ଓଡିଆ ବାଇବେଲ20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମିରି ଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ। Viz kapitolaପବିତ୍ର ବାଇବଲ (CL) NT (BSI)20 ପରଦିନ ସେମାନେ ବାଟରେ ଯାଉଥିବାବେଳେ ଦେଖିଲେ ସେହି ଡ଼ିମିରି ଗଛଟି ମୂଳରୁ ଶୁଖି ଯାଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ। Viz kapitolaପବିତ୍ର ବାଇବଲ20 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ। Viz kapitola |