ମାର୍କ 11:24 - ଓଡିଆ ବାଇବେଲ24 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହି ସବୁ ପାଇବ । Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ,ସେସବୁ ପାଇଅଛ ବୋଲି ବିଶ୍ଵାସ କର, ସେଥିରେ ସେହିସବୁ ପାଇବ। Viz kapitolaପବିତ୍ର ବାଇବଲ (CL) NT (BSI)24 ସେଥିପାଇଁ ମୁଁ କହୁଛି ପ୍ରାର୍ଥନା କରିବାବେଳେ ଯାହା ମାଗୁଛ, ତାହା ପାଇଯାଇଛ ବୋଲି ବିଶ୍ୱାସ କର, ତେବେ ତାହା ତୁମେ ନିଶ୍ଚୟ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ। Viz kapitolaପବିତ୍ର ବାଇବଲ24 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ପ୍ରାର୍ଥନା କଲାବେଳେ ଯାହା ମାଗୁଛ, ବିଶ୍ୱାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତେବେ ପ୍ରକୃତରେ ତାହା ତୁମ୍ଭେ ପାଇବ। Viz kapitola |