ମାର୍କ 11:8 - ଓଡିଆ ବାଇବେଲ8 ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)8 ଅନେକେ ରାସ୍ତା ଉପରେ ମଧ୍ୟ ନିଜର ଲୁଗା ବିଛାଇ ଦେଲେ। ଅନ୍ୟମାନେ ଗଛ ଡ଼ାଳ ସବୁ କାଟି ରାସ୍ତା ଉପରେ ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ। Viz kapitolaପବିତ୍ର ବାଇବଲ8 ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କ ଲୁଗା ରାସ୍ତାରେ ବିଛେଇ ଦେଲେ। ଅନ୍ୟମାନେ ଡାଳ କାଟି ଆଣି ରାସ୍ତାରେ ବିଛେଇ ଦେଲେ। Viz kapitola |