Online Bible

- Reklamy -




ମାର୍କ 12:27 - ଓଡିଆ ବାଇବେଲ

27 ସେ ମୃତମାନଙ୍କର ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର । ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେ ମୃତମାନଙ୍କର ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର। ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ସେ ଜୀବିତମାନଙ୍କ ଈଶ୍ୱର। ତୁମ୍ଭେମାନେ ଏକାବେଳକେ ଭ୍ରାନ୍ତ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ମୃତମାନଙ୍କର ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର। ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ।”

Viz kapitola kopírovat

ପବିତ୍ର ବାଇବଲ

27 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ପ୍ରକୃତରେ ଏ ଲୋକମାନେ ମୃତ ନୁହନ୍ତି। କାରଣ ସେ ମୃତମାନଙ୍କର ପରମେଶ୍ୱର ନୁହନ୍ତି ବରଂ ସେ ଜୀବିତମାନଙ୍କର ପରମେଶ୍ୱର। ହେ ସାଦ୍ଦୂକୀମାନେ, ତୁମ୍ଭେମାନେ ବଡ଼ ଭ୍ରମରେ ପଡ଼ିଛ।”

Viz kapitola kopírovat




ମାର୍କ 12:27

Následuj nás:

Reklamy


Reklamy