ମାର୍କ 12:30 - ଓଡିଆ ବାଇବେଲ30 ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର । Viz kapitolaପବିତ୍ର ବାଇବଲ (Re-edited) - (BSI)30 ଆଉ, ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର। Viz kapitolaପବିତ୍ର ବାଇବଲ (CL) NT (BSI)30 ପ୍ରଭୁ ଈଶ୍ୱରଙ୍କୁ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା, ସମ୍ପୂର୍ଣ୍ଣ ମନ, ଶକ୍ତି ସାମର୍ଥ୍ୟ ଦେଇ ପ୍ରେମ, ଭକ୍ତି କର।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’ Viz kapitolaପବିତ୍ର ବାଇବଲ30 ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’ Viz kapitola |