Online Bible

- Reklamy -




ମାର୍କ 12:31 - ଓଡିଆ ବାଇବେଲ

31 ଦ୍ୱିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର । ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଦ୍ଵିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର। ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠତର ଆଜ୍ଞା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ଦ୍ୱିତୀୟ ଶ୍ରେଷ୍ଠ ଆଜ୍ଞା ହେଉଛି, ‘ତୁମେ ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଦୁଇଟି ଅପେକ୍ଷା ଶ୍ରେଷ୍ଠତର ଆଜ୍ଞା ଆଉ ନାହଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

31 ଦ୍ୱିତୀୟ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: ‘ତୁମ୍ଭେ ନିଜକୁ ଯେପରି ପ୍ରେମ କର, ନିଜର ପଡ଼ୋଶୀକୁ ସେହିପରି ପ୍ରେମ କର’ ଏହି ଦୁଇଟି ଆଦେଶ ଛଡ଼ା ଆଉ ବଡ଼ ଆଦେଶ କିଛି ନାହିଁ।”

Viz kapitola kopírovat




ମାର୍କ 12:31

Následuj nás:

Reklamy


Reklamy