ମାର୍କ 12:37 - ଓଡିଆ ବାଇବେଲ37 ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ ? Viz kapitolaପବିତ୍ର ବାଇବଲ (Re-edited) - (BSI)37 ସ୍ଵୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ? Viz kapitolaପବିତ୍ର ବାଇବଲ (CL) NT (BSI)37 “ଏଥିରୁ ଜଣାଯାଉଛି ଯେ, ମସୀହଙ୍କୁ ଦାଉଦ ‘ପ୍ରଭୁ’ ବୋଲି ଉଲ୍ଲେଖ କରିଛନ୍ତି। ତା’ହେଲେ ମସୀହ ଦାଉଦଙ୍କ ବଂଶଧର ହେବେ କିପରି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?” Viz kapitolaପବିତ୍ର ବାଇବଲ37 ଦାଉଦ ନିଜେ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହିଥିଲେ। ତେବେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହୋଇ ପାରିବେ?” ଜମା ହୋଇଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସୀ ମନରେ ଶୁଣୁଥିଲେ। Viz kapitola |