ମାର୍କ 12:5 - ଓଡିଆ ବାଇବେଲ5 ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେ ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ସେମାନେ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)5 ଏହାପରେ ମାଲିକ ଯେଉଁ ଦାସକୁ ପଠାଇଲେ, ତାକୁ ଚାଷୀମାନେ ଜୀବନରେ ମାରି ପକାଇଲେ। ମାଲିକ ପକ୍ଷରୁ ଅନ୍ୟ ଯେଉଁମାନେ ଆସିଲେ, ଚାଷୀମାନେ ସେମାନଙ୍କ ପ୍ରତି ମଧ୍ୟ ସେହିପରି ଆଚରଣ କଲେ। କେତେକଙ୍କୁ ପ୍ରହାର କଲେ ଓ ଅନ୍ୟମାନଙ୍କୁ ହତ୍ୟା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ5 ତା'ପରେ ସେ ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଗ୍ଭକରଟିକୁ ଜୀବନରେ ମାରିଦେଲେ। ସେ ଲୋକଟି ଆଉ ଅଧିକ ଗ୍ଭକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତେକଙ୍କୁ ପିଟିଲେ ଓ ଅନ୍ୟ କେତେଙ୍କୁ ଜୀବନରେ ମାରିଦେଲେ। Viz kapitola |