ମାର୍କ 12:9 - ଓଡିଆ ବାଇବେଲ9 ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କ'ଣ କରିବେ ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ । Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। Viz kapitolaପବିତ୍ର ବାଇବଲ (CL) NT (BSI)9 ଯୀଶୁ ପଚାରିଲେ, “କହିଲ ଦେଖି, ଏହା ପରେ ସେହି ଦ୍ରାକ୍ଷାକ୍ଷେତର ମାଲିକ କ’ଣ କରିଥିବେ? ସେ ଆସି ନିଶ୍ଚୟ ସେହି ଚାଷୀମାନଙ୍କୁ ଜୀବନରେ ମାରି ପକାଇ କ୍ଷେତଟିକୁ ଅନ୍ୟ ଚାଷୀମାନଙ୍କୁ ଦେଇଥିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। Viz kapitolaପବିତ୍ର ବାଇବଲ9 “ଏବେ ଦ୍ରାକ୍ଷାକ୍ଷେତ୍ରର ମାଲିକ କ’ଣ କରିବ? ସେ ଆସି ସେହି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦେଇଦେବ। Viz kapitola |