ମାର୍କ 13:13 - ଓଡିଆ ବାଇବେଲ13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ । Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ। Viz kapitolaପବିତ୍ର ବାଇବଲ (CL) NT (BSI)13 ମୋ’ ନିମନ୍ତେ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ, କିନ୍ତୁ ଯେଉଁମାନେ ଶେଷ ପର୍ଯ୍ୟନ୍ତ ଅଟଳ ରହିବେ, ସେମାନେ ପରିତ୍ରାଣ ପାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।” Viz kapitolaପବିତ୍ର ବାଇବଲ13 ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ଦୃଢ଼ ହୋଇ ରହିବ, ସେ ରକ୍ଷା ପାଇବ। Viz kapitola |