ମାର୍କ 13:19 - ଓଡିଆ ବାଇବେଲ19 କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ୱରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)19 କାରଣ ସେହି କାଳରେ ଏପରି କ୍ଳେଶ ଘଟିବ ଯେ, ଈଶ୍ଵରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେପରି ଘଟି ନାହିଁ, ପୁଣି କେବେ ହେଁ ଘଟିବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)19 ସେହି ଦୁର୍ଦ୍ଦିନରେ ଦୁଃଖକଷ୍ଟ ସବୁ ସୃଷ୍ଟିର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟିଯାଇଥିବା ସମସ୍ତ କ୍ଲେଶରୁ ଅଧିକ ଭୟଙ୍କର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ବରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ। Viz kapitolaପବିତ୍ର ବାଇବଲ19 କାରଣ ସେହି ଦିନ ଗୁଡ଼ିକ ବିପଦରେ ପରିପୂର୍ଣ୍ଣ ରହିବ। ସେତେବେଳେ ଏତେ ବଡ଼ ବିପଦ ମାଡ଼ି ଆସିବ ଯେ, ସେଭଳି ବଡ଼ ବିପଦ ପରମେଶ୍ୱରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଭବିଷ୍ୟତରେ କେବେ ଆସିବ ନାହିଁ। Viz kapitola |