Online Bible

- Reklamy -




ମାର୍କ 13:27 - ଓଡିଆ ବାଇବେଲ

27 ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ତାଙ୍କର ମନୋନୀତ ଲୋକମାନଙ୍କୁ ଜଗତର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ଯାଏ ଖୋଜି ସଂଗ୍ରହ କରିବା ପାଇଁ ସେ ତାଙ୍କ ସ୍ୱର୍ଗଦୂତମାନଙ୍କୁ ଚତୁର୍ଦ୍ଦିଗ ପଠାଇବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”

Viz kapitola kopírovat

ପବିତ୍ର ବାଇବଲ

27 ମନୁଷ୍ୟପୁତ୍ର ପୃଥିବୀର ଗ୍ଭରି ଆଡ଼କୁ ତାହାଙ୍କ ସ୍ୱର୍ଗ ଦୂତମାନଙ୍କୁ ପଠାଇବେ। ସେମାନେ ତାହାଙ୍କ ଦ୍ୱାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରତ୍ୟେକ ସ୍ଥାନରୁ ଆଣି ଏକାଠି କରିବେ।

Viz kapitola kopírovat




ମାର୍କ 13:27

Následuj nás:

Reklamy


Reklamy