Online Bible

- Reklamy -




ମାର୍କ 13:30 - ଓଡିଆ ବାଇବେଲ

30 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୀଢି କୌଣସି ପ୍ରକାରେ ଲୋପ ପାଇବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ମନେରଖ, ବର୍ତ୍ତମାନ ଯେଉଁମାନେ ଜୀବିତ ଅଛନ୍ତି, ସେମାନଙ୍କ ମୃତ୍ୟୁ ପୂର୍ବରୁ ଏହିସବୁ ବିଷୟ ଘଟିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

30 ମୁଁ ତୁମ୍ଭକୁ ସତ୍ୟ କହୁଛି। ଏହି ପିଢ଼ିର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।

Viz kapitola kopírovat




ମାର୍କ 13:30

Následuj nás:

Reklamy


Reklamy