Online Bible

- Reklamy -




ମାର୍କ 13:33 - ଓଡିଆ ବାଇବେଲ

33 ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ସାବଧାନ ହୋଇ ଜାଗିରୁହ, କାରଣ କେତେବେଳେ ସେହି ସମୟ ଆସିବ, ତୁମେ ଜାଣ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

33 ସାବଧାନ, ସଦାବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତେବେଳେ ପହଞ୍ଚିବ, ତାହା ତୁମ୍ଭେମାନେ ଜାଣି ନାହଁ।

Viz kapitola kopírovat




ମାର୍କ 13:33

Následuj nás:

Reklamy


Reklamy