ମାର୍କ 13:7 - ଓଡିଆ ବାଇବେଲ7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗା; ନୁହେଁ। Viz kapitolaପବିତ୍ର ବାଇବଲ (CL) NT (BSI)7 ନିକଟବର୍ତ୍ତୀ ଯୁଦ୍ଧର ଶବ୍ଦ ବା ଦୂରବର୍ତ୍ତୀ ଯୁଦ୍ଧର ସମ୍ବାଦ ଶୁଣି ତୁମ୍ଭେମାନେ ଆତଙ୍କିତ ହୁଅ ନାହିଁ। ଏଭଳି ଅନେକ ଘଟଣା ନିଶ୍ଚୟ ଘଟିଯିବ। କିନ୍ତୁ ଏହାର ଅର୍ଥ ନୁହେଁ ଯେ ଅନ୍ତିମକାଳ ଉପସ୍ଥିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ। Viz kapitolaପବିତ୍ର ବାଇବଲ7 ତୁମ୍ଭେ ଯୁଦ୍ଧ ବିଷୟରେ କିମ୍ବା ଯୁଦ୍ଧ ଗ୍ଭଲିଥିବା ବିଷୟରେ ଉଡ଼ା ଖବର ଶୁଣି ଭୟଭୀତ ହୋଇ ଯିବ ନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। Viz kapitola |