ମାର୍କ 13:8 - ଓଡିଆ ବାଇବେଲ8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର । Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର। Viz kapitolaପବିତ୍ର ବାଇବଲ (CL) NT (BSI)8 ଦେଶ ଦେଶ ଭିତରେ ଯୁଦ୍ଧ ଲାଗିବ। ଗୋଟିଏ ରାଜ୍ୟ ଆଉ ଗୋଟିଏ ରାଜ୍ୟକୁ ଆକ୍ରମଣ କରିବ। ସବୁଆଡ଼େ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ। କିନ୍ତୁ ଏଗୁଡ଼ିକ ପ୍ରସବ ବେଦନାର କେବଳ ପୂର୍ବ ସୂଚନା ମାତ୍ର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର। Viz kapitolaପବିତ୍ର ବାଇବଲ8 ଗୋଟିଏ ଜାତି ଅନ୍ୟ ଜାତି ବିରୁଦ୍ଧରେ, ଗୋଟିଏ ରାଜ୍ୟ ଅନ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବ। ବହୁତ ସ୍ଥାନରେ ଭୂମିକମ୍ପ ହେବ। ଲୋକଙ୍କୁ ଖାଇବାକୁ ମିଳିବ ନାହିଁ। ଏହାସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବେଦନା ଭଳି। Viz kapitola |