ମାର୍କ 14:15 - ଓଡିଆ ବାଇବେଲ15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର । Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ୍ କୋଠରି ଦେଖାଇଦେବେ; ସେସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର। Viz kapitolaପବିତ୍ର ବାଇବଲ (CL) NT (BSI)15 ସେ ତୁମକୁ ଉପର ମହଲାରେ ଗୋଟଏ ସୁସଜ୍ଜିତ ପ୍ରଶସ୍ତ କୋଠରୀ ଦେଖାଇବେ। ସେଠାରେ ତୁମେ ଆମ ପାଇଁ ସମସ୍ତ ବିଷୟ ପ୍ରସ୍ତୁତ କରବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।” Viz kapitolaପବିତ୍ର ବାଇବଲ15 ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲାରେ ସମସ୍ତ ବ୍ୟବସ୍ଥା ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବେ। ତୁମ୍ଭେ ସେହିଠାରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।” Viz kapitola |