Online Bible

- Reklamy -




ମାର୍କ 14:18 - ଓଡିଆ ବାଇବେଲ

18 ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋ' ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ଭୋଜନରେ ବସିବାବେଳେ ଯୀଶୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ। ସେ ମୋ’ ସହିତ ଭୋଜନ କରୁଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”

Viz kapitola kopírovat

ପବିତ୍ର ବାଇବଲ

18 ସେମାନେ ଖାଉଥିବା ବାଳେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ବର୍ତ୍ତମାନ ମୋ’ ସାଙ୍ଗରେ ଖାଉଥିବା ତୁମ୍ଭ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”

Viz kapitola kopírovat




ମାର୍କ 14:18

Následuj nás:

Reklamy


Reklamy