ମାର୍କ 14:19 - ଓଡିଆ ବାଇବେଲ19 ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କ'ଣ ମୁଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେଥିରେ ସେମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ? Viz kapitolaପବିତ୍ର ବାଇବଲ (CL) NT (BSI)19 ଶିଷ୍ୟମାନେ ଏ କଥାରେ ବ୍ୟଥିତ ହୋଇ ଜଣ ଜଣ ହୋଇ ପଚାରିଲେ, “ଆପଣ ନିଶ୍ଚୟ ମୋତେ ଲକ୍ଷ୍ୟ କରି ଏକଥା କହି ନାହାନ୍ତି!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ? Viz kapitolaପବିତ୍ର ବାଇବଲ19 ଏହା ଶୁଣି ଶିଷ୍ୟମାନେ ବହୁତ ମନ ଦୁଃଖ କଲେ। ପ୍ରତ୍ୟେକେ ଯୀଶୁଙ୍କୁ କହିଲେ, “ନିଶ୍ଚୟ ମୁଁ ସେହି ଲୋକ ନୁହେଁ।” Viz kapitola |