Online Bible

- Reklamy -




ମାର୍କ 14:22 - ଓଡିଆ ବାଇବେଲ

22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ସେମାନେ ଭୋଜନ କରିବା ସମୟରେ ଯୀଶୁ ଖଣ୍ଡିଏ ରୋଟୀ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ତାକୁ ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଖାଅ - ଏହା ମୋର ଶରୀର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”

Viz kapitola kopírovat

ପବିତ୍ର ବାଇବଲ

22 ସେମାନେ ଖାଇବା ସମୟରେ ଯୀଶୁ କିଛି ରୋଟୀ ନେଲେ। ସେ ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀ ଛିଣ୍ଡେଇ ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହି ରୋଟୀ ନିଅ। ଏହା ମୋର ଦେହ।”

Viz kapitola kopírovat




ମାର୍କ 14:22

Následuj nás:

Reklamy


Reklamy