ମାର୍କ 14:29 - ଓଡିଆ ବାଇବେଲ29 ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)29 ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)29 ପିତର କହିଲେ, “ଅନ୍ୟମାନେ ସମସ୍ତେ ଆପଣଙ୍କୁ ଛାଡ଼ି ଚାଲିଗଲେ ସୁଦ୍ଧା ମୁଁ କଦାପି ଯିବି ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ। Viz kapitolaପବିତ୍ର ବାଇବଲ29 ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ହୁଏତ ସେମାନଙ୍କ ବିଶ୍ୱାସ ହରେଇ ପାରନ୍ତି। କିନ୍ତୁ ମୁଁ ମୋର ବିଶ୍ୱାସ କଦାପି ହରେଇବି ନାହିଁ।” Viz kapitola |