ମାର୍କ 14:35 - ଓଡିଆ ବାଇବେଲ35 ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇ ପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥି ନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)35 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇ ପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)35 ଯୀଶୁ ଆଉ ଟିକିଏ ଆଗକୁ ଯାଇ ଭୂମିରେ ମୁହଁମାଡ଼ି ପଡ଼ିଲେ ଏବଂ ଯଦି ସମ୍ଭବ ହୁଏ, ଦୁଃଖଭୋଗ ଦେଇ ନ ଯିବା ପାଇଁ ପ୍ରାର୍ଥନା କରି କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ35 ଯୀଶୁ ସେମାନଙ୍କଠାରୁ ଅଳ୍ପ ଦୂରକୁ ଗ୍ଭଲି କରି ଗଲେ। ତା'ପରେ ଯୀଶୁ ଭୂମିରେ ପଡ଼ିଗଲେ ଓ ପ୍ରାର୍ଥନା କଲେ ଯେ ଯଦି ସମ୍ଭବ ହୁଏ, ତେବେ ଏ ଯନ୍ତ୍ରଣାର ମୂହୂର୍ତ୍ତଟି ମୋ’ ପାଖରୁ ଘୁଞ୍ଚିଯାଉ।” Viz kapitola |