ମାର୍କ 14:44 - ଓଡିଆ ବାଇବେଲ44 ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ । Viz kapitolaପବିତ୍ର ବାଇବଲ (Re-edited) - (BSI)44 ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ଵନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ। Viz kapitolaପବିତ୍ର ବାଇବଲ (CL) NT (BSI)44 ବିଶ୍ୱାସଘାତକ ଯିହୁଦା ଯୀଶୁଙ୍କୁ ଧରିବା ପାଇଁ ଆସିଥିବା ଲୋକମାନଙ୍କୁ ଗୋଟିଏ ସଙ୍କେତ ଦେବେ ବୋଲି ଠିକ୍ କରିଥିଲା। ସେମାନଙ୍କୁ କହିଥିଲା, “ଯାହାଙ୍କୁ ମୁଁ ଚୁମ୍ବନ ଦେବି, ସେ ହିଁ ତୁମ୍ଭମାନଙ୍କର ଖୋଜୁଥିବା ବ୍ୟକ୍ତି। ତାଙ୍କୁ ଗିରଫ କରି କଡ଼ା ପହରା ଦେଇ ନେଇଯିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ। Viz kapitolaପବିତ୍ର ବାଇବଲ44 ବିଶ୍ୱାସଘାତକ ଯିହୂଦା ସେହି ଲୋକମାନଙ୍କୁ ଯୀଶୁଙ୍କୁ ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ଦେଇଥିଲା। ସେ କହିଥିଲା: “ଯେଉଁ ଲୋକକୁ ମୁଁ ଚୁମ୍ବନ ଦେବି, ସେ ହେଉଛନ୍ତି ଯୀଶୁ। ତୁମ୍ଭେମାନେ ତାହାଙ୍କୁ ବନ୍ଦୀ କରିବ ଓ ସାବଧାନରେ ଦୂରକୁ ନେଇଯିବ।” Viz kapitola |