Online Bible

- Reklamy -




ମାର୍କ 14:45 - ଓଡିଆ ବାଇବେଲ

45 ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ବହୁତ ଚୁମ୍ଵନ କଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

45 ଯିହୁଦା ଆସି ପହଞ୍ଚିବାକ୍ଷଣି ଯୀଶୁଙ୍କ ନିକଟକୁ ଯାଇ ତାଙ୍କୁ “ଗୁରୁ” ବୋଲି ସମ୍ବୋଧନ କରି ଚୁମ୍ବନ ଦେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା।

Viz kapitola kopírovat

ପବିତ୍ର ବାଇବଲ

45 ଯିହୂଦା ଯୀଶୁଙ୍କ ପାଖକୁ ଯାଇ କହିଲା, “ଗୁରୁ!” ତା'ପରେ ଯିହୂଦା ଯୀଶୁଙ୍କୁ ଚୁମ୍ବନ କଲା।

Viz kapitola kopírovat




ମାର୍କ 14:45

Následuj nás:

Reklamy


Reklamy