ମାର୍କ 14:6 - ଓଡିଆ ବାଇବେଲ6 କିନ୍ତୁ ଯୀଶୁ କହିଲେ, ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଯୀଶୁ କହିଲେ, ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋʼ ପ୍ରତି ଉତ୍ତମ କର୍ମ କରିଅଛି। Viz kapitolaପବିତ୍ର ବାଇବଲ (CL) NT (BSI)6 କିନ୍ତୁ ଯୀଶୁ କହିଲେ, “ତାକୁ ଏତେ ହଇରାଣ କରୁଛ କାହିଁକି? ସେ ମୋ’ ପାଇଁ ଗୋଟିଏ ଅତି ସୁନ୍ଦର କାର୍ଯ୍ୟ କରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି। Viz kapitolaପବିତ୍ର ବାଇବଲ6 ଯୀଶୁ କହିଲେ, “ସେହି ସ୍ତ୍ରୀ ଲୋକଟିକୁ ହଇରାଣ କର ନାହିଁ। ତାକୁ ଛାଡ଼ିଦିଅ। ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି। Viz kapitola |