Online Bible

- Reklamy -




ମାର୍କ 14:60 - ଓଡିଆ ବାଇବେଲ

60 ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

60 ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିର କିଛି ଉତ୍ତର ଦେଉ ନାହଁ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

60 ପ୍ରଧାନ ପୁରୋହିତ ସମସ୍ତଙ୍କ ସମ୍ମୁଖରେ ଠିଆ ହୋଇ ଯୀଶୁଙ୍କୁ ପ୍ରଶ୍ନ କଲେ, “ତୁମ ବିରୁଦ୍ଧରେ ସେମାନେ ଆଣିଥିବା ଏହି ଅଭିଯୋଗ ବିରୁଦ୍ଧରେ ତୁମର କଅଣ କିଛି କହିବାର ନାହିଁ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

60 ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ?

Viz kapitola kopírovat

ପବିତ୍ର ବାଇବଲ

60 ତା'ପରେ ସମସ୍ତଙ୍କ ଆଗରେ ମହାଯାଜକ ଠିଆ ହେଲେ। ସେ ଯୀଶୁଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅନେକ କଥା କହିଲେ। ତୁମ୍ଭ ବିରୁଦ୍ଧରେ ଯେତେ ଗୁଡ଼ିଏ ଅଭିଯୋଗ ଅଣାଗଲା, ସେ ବିଷୟରେ ତୁମ୍ଭର କିଛି କହିବାର ଅଛି କି? ଏ ଲୋକମାନେ କ’ଣ ସତ୍ୟ କଥା କହୁଛନ୍ତି?”

Viz kapitola kopírovat




ମାର୍କ 14:60

Následuj nás:

Reklamy


Reklamy