ମାର୍କ 14:63 - ଓଡିଆ ବାଇବେଲ63 ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ପ୍ରୟୋଜନ ? Viz kapitolaପବିତ୍ର ବାଇବଲ (Re-edited) - (BSI)63 ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? Viz kapitolaପବିତ୍ର ବାଇବଲ (CL) NT (BSI)63 ପ୍ରଧାନ ପୁରୋହିତ ନିଜର ପୋଷାକ ଚିରି ପକାଇ କହିଲେ, “ଆଉ ଅନ୍ୟ ସାକ୍ଷୀର ପ୍ରୟୋଜନ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? Viz kapitolaପବିତ୍ର ବାଇବଲ63 ମହାଯାଜକ ଏ କଥା ଶୁଣି ଖୁବ୍ ରାଗି ଗଲେ। ସେ ରାଗରେ ନିଜ ବସ୍ତ୍ର ଚିରି ପକାଇ ସମସ୍ତଙ୍କୁ କହିଲେ, “ଆମ୍ଭର ଆଉ ସାକ୍ଷୀର କ’ଣ ଦରକାର? Viz kapitola |