ମାର୍କ 14:8 - ଓଡିଆ ବାଇବେଲ8 ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)8 ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷିକ୍ତ କରିଅଛି। Viz kapitolaପବିତ୍ର ବାଇବଲ (CL) NT (BSI)8 ତା’ର ସାମର୍ଥ୍ୟ ଅନୁସାରେ ସେ ଏହା ମୋ ପାଇଁ କରିଛି - ମୁଁ ସମାଧିସ୍ଥ ହେବା ପୂର୍ବରୁ ସେ ମୋ’ ଉପରେ ସୁଗନ୍ଧି ତୈଳ ଢ଼ାଳିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି। Viz kapitolaପବିତ୍ର ବାଇବଲ8 “ଏ ସ୍ତ୍ରୀ ଲୋକଟି ମୋ’ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସେତକ କରିଛି। ସମାଧି ନିମନ୍ତେ ମୋ’ ଦେହକୁ ପ୍ରସ୍ତୁତ କରିବା ପାଇଁ ସେ ମୋ’ ଦେହରେ ମୋର ମୃତ୍ୟୁ ପୂର୍ବରୁ ଅତର ଢାଳିଛି। Viz kapitola |