ମାର୍କ 15:12 - ଓଡିଆ ବାଇବେଲ12 କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୂଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କ'ଣ କରିବା ? Viz kapitolaପବିତ୍ର ବାଇବଲ (Re-edited) - (BSI)12 କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା? Viz kapitolaପବିତ୍ର ବାଇବଲ (CL) NT (BSI)12 ପିଲାତ ପୁନର୍ବାର ଲୋକମାନଙ୍କୁ ପଚାରିଲେ, “ତା’ହେଲେ ତୁମେ ଯାହାଙ୍କୁ ଇହୁଦୀମାନଙ୍କର ରାଜା ବୋଲି କହୁଛ, ତାଙ୍କୁ ମୁଁ କଅଣ କରିବି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା? Viz kapitolaପବିତ୍ର ବାଇବଲ12 ପୀଲାତ ଲୋକମାନଙ୍କୁ ଆହୁରି ଥରେ ପଗ୍ଭରିଲେ, “ତୁମ୍ଭେମାନେ ଯାହାକୁ ଯିହୂଦୀମାନଙ୍କର ରାଜା ବୋଲି କହୁଛ, ମୁଁ ତାହାଙ୍କ ପ୍ରତି କ’ଣ କରିବା ପାଇଁ ତୁମ୍ଭେମାନେ ଗ୍ଭହୁଁଛ?” Viz kapitola |