ମାର୍କ 15:14 - ଓଡିଆ ବାଇବେଲ14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ। Viz kapitolaପବିତ୍ର ବାଇବଲ (CL) NT (BSI)14 ପିଲାତ ପଚାରିଲେ, “କିନ୍ତୁ ସେ କି ଦୋଷ କରିଛି?” ସେମାନେ ଆହୁରି ଜୋର୍ରେ ପାଟି କରି କହିଲେ, “ତାକୁ କ୍ରୁଶରେ ଚଢ଼ାନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ। Viz kapitolaପବିତ୍ର ବାଇବଲ14 ପୀଲାତ ପଗ୍ଭରିଲେ, “କାହିଁକି? ସେ ଏଭଳି କ’ଣ ଅପରାଧ କରିଛନ୍ତି?” କିନ୍ତୁ ଲୋକମାନେ ଅଧିକ ଜୋର୍ରେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।” Viz kapitola |