ମାର୍କ 15:15 - ଓଡିଆ ବାଇବେଲ15 ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ | Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)15 ପିଲାତ ଜନତାକୁ ସନ୍ତୁଷ୍ଟ କରିବାକୁ ଚାହୁଁଥିଲେ, ତେଣୁ ସେ ବାରବ୍ବାକୁ ମୁକ୍ତ କରିଦେଲେ ଏବଂ ଯୀଶୁଙ୍କୁ କୋରଡ଼ାରେ ମାରି କ୍ରୁଶବିଦ୍ଧ କରିବା ପାଇଁ ସେମାନଙ୍କ ହାତରେ ଛାଡ଼ି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ15 ପୀଲାତ ଲୋକମାନଙ୍କୁ ଖୁସୀ କରିବାକୁ ଗ୍ଭହିଁଲେ, ତେଣୁ ସେ ସେମାନଙ୍କ ପାଇଁ ବାରବ୍ବାକୁ ମୁକ୍ତ କରିଦେଲେ ଏବଂ ଯୀଶୁଙ୍କୁ କୋରଡ଼ାରେ ପିଟିବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦେବା ପାଇଁ ତାହାଙ୍କୁ ସୈନ୍ୟମାନଙ୍କ ହାତରେ ଦେଇ ଦେଲେ। Viz kapitola |