ମାର୍କ 15:2 - ଓଡିଆ ବାଇବେଲ2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀ-ମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)2 ପିଲାତ ଯୀଶୁଙ୍କୁ ପଚାରିଲେ, “ତୁମେ କଅଣ ଇହୁଦୀମାନଙ୍କର ରାଜା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।” Viz kapitolaପବିତ୍ର ବାଇବଲ2 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ତାହା ସତ୍ୟ।” Viz kapitola |