ମାର୍କ 15:31 - ଓଡିଆ ବାଇବେଲ31 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)31 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)31 ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ମଧ୍ୟ ସେହିପରି ତାଙ୍କୁ ବିଦ୍ରୂପ କରି ପରସ୍ପର ଭିତରେ କୁହାକୁହି ହେଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲା, କିନ୍ତୁ ନିଜକୁ ରକ୍ଷା କରିପାରୁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। Viz kapitolaପବିତ୍ର ବାଇବଲ31 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଅନ୍ୟ ଲୋକମାନେ ଯୀଶୁଙ୍କୁ ଯେଭଳି ଭାବରେ ଥଟ୍ଟା କରୁଥିଲେ, ସେମାନେ ମଧ୍ୟ ଠିକ୍ ସେହିଭଳି ଯୀଶୁଙ୍କୁ ଥଟ୍ଟା କଲେ। ସେମାନେ କୁହାକୁହି ହେଉଥିଲେ, “ସେ ଅନ୍ୟକୁ ରକ୍ଷା କରୁଥିଲା, କିନ୍ତୁ ଏବେ ସେ ନିଜକୁ ରକ୍ଷା କରି ପାରିଲା ନାହିଁ। Viz kapitola |