ମାର୍କ 15:39 - ଓଡିଆ ବାଇବେଲ39 ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)39 ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ଵରଙ୍କ ପୁତ୍ର ଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)39 ଜଣେ ସେନାପତି ଯୀଶୁଙ୍କ କ୍ରୁଶ ସମ୍ମୁଖରେ ଠିଆହୋଇ ସେ କିପରି ଭାବରେ ପ୍ରାଣତ୍ୟାଗ କଲେ, ଲକ୍ଷ୍ୟ କରୁଥିଲା। ସେ କହିଲା, “ଏହି ବ୍ୟକ୍ତି ବାସ୍ତବିକ୍ ଈଶ୍ୱରଙ୍କ ପୁତ୍ର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ। Viz kapitolaପବିତ୍ର ବାଇବଲ39 କ୍ରୁଶ ଆଗରେ ଠିଆ ହୋଇଥିବା ସେନାପତି ଯୀଶୁ କିପରି ପ୍ରାଣତ୍ୟାଗ କଲେ, ତାହା ଦେଖିଲେ। ସେ କହିଲେ, “ପ୍ରକୃତରେ ଏହି ଲୋକ ପରମେଶ୍ୱରଙ୍କ ପୁତ୍ର ଥିଲେ।” Viz kapitola |